GOOD
INDIA
ODISHA
ପୂର୍ବତନ ସଚିବଙ୍କ ବୟାନ ପରେ ଭଞ୍ଜନଗର ଜଳସମ୍ପଦ ବିଭାଗରେ ହଟଚମଟ: ଖୋଜା ଚାଲିଛି ପୁରୁଣା ଫାଇଲ୍, ଚାଷ କାର୍ଯ୍ୟ ପାଇଁ…
ଭଞ୍ଜନଗର, ୧୦/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଗତ ୨୯ ତାରିଖରେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଯୋଗୁ ଭୟାବହ ବନ୍ୟା ସୃଷ୍ଟି ହୋଇଥିଲା। ଏଥିରେ ବ୍ୟାପକ ଧନଜୀବନ କ୍ଷୟକ୍ଷତି ହେବା ସହ ଅନେକ ଅଞ୍ଚଳ ଜଳମଗ୍ନ ହୋଇଥିଲା। ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା
Read the original at ଧରିତ୍ରୀ ↗