CONTESTED
BUSINESS
ODISHA
ପ୍ରସ୍ତାବିତ ନୂତନ ମଦ ଭାଟି ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅର୍ତଲ ପଞ୍ଚାୟତ କାନ୍ଦୁଲଝର ଗ୍ରାମରେ ଏକ ନୂତନ ମଦ ଭାଟି ଓ ଦୋକାନ ନିର୍ମାଣକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଗୁରୁବାର ପଞ୍ଚାୟତର ଶତାଧିକ ମହିଳା ଏବଂ ଗ୍ରାମବାସୀ ଏକଜୁଟ ହୋଇ ନିର୍ମାଣ କ
Read the original at ଧରିତ୍ରୀ ↗