GOOD
INDIA
ODISHA
୨ ଯାଏଁ ଗଞ୍ଜାମରେ ସ୍କୁଲ ଛୁଟି: ସୂଚନା ଦେଇ ଜିଲାପାଳ କହିଲେ…
ଛତ୍ରପୁର, ୩୧।୧୦: ଗଞ୍ଜାମ ଜିଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏ ନେଇ ଶନିବାର ଅନୁଷ୍ଠିତ ପ୍ରେସ୍ମିଟ୍ରେ ଗଞ୍ଜାମ ଜିଲାପାଳ ସୂଚନା ଦେଇଛନ୍ତି। ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଜିଲ୍ଲାରେ ପ୍ରବଳ ବର
Read the original at ଧରିତ୍ରୀ ↗