GOOD
INDIA
ODISHA
ଭାରତ ପାଇଁ ଡବଲ ଖୁସି, ସିନ୍ଧୁ, ଲକ୍ଷ୍ୟ ଚାମ୍ପିୟନ
ସାରାବ୍ରକେନ,(ଜର୍ମାନୀ),୧ା୧୧: ଡବଲ ଅଲିମ୍ପିକ ପଦକ ବିଜେତା ପି. ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍ ସାରାବ୍ରକେନଠାରେ ଅନୁଷ୍ଠିତ ହାଇଲୋ ଓପନ ସୁପର ୫୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇ ଭାରତ ପାଇଁ ଡବଲ ଖୁସି ଆଶରି ଦେଇଛନ୍ତି। ଉଭୟେ ସିଧାସ
Read the original at ଧରିତ୍ରୀ ↗