GOOD
INDIA
ODISHA
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା: ୨୮ରେ ଛୁଇଁବ ସ୍ଥଳଭାଗ, ଆନ୍ଧ୍ର ଦେଇ ଓଡ଼ିଶା ମୁହାଁଇବା ଆଶଙ୍କା
ଭୁବନେଶ୍ୱର, ୨୬ା୧୦ (ବନ୍ଦନା ସେଠୀ): ସମ୍ଭାବ୍ୟ ବାତ୍ୟାର ଗତିପଥକୁ ନେଇ ରାଜ୍ୟବାସୀଙ୍କ ମନରେ ପୁଣି ଛନକା ପଶିଛି। ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳରେ ମାଡ଼ ହେବା ପରେ ଓଡ଼ିଶା ଆଡ଼କୁ ମୁହାଁଇବା ସମ୍ଭାବନା ଥିବାରୁ ଚିନ୍ତା ବଢ଼ିଛି। ତେଣୁ ବାତ୍ୟା ଓ ବର୍ଷାଜନିତ ସ୍ଥିତିର ସଫଳ ମୁକାବିଲା ପାଇଁ
ଧରିତ୍ରୀ पर मूल खबर पढ़ें ↗