Flag of Indiaसत्यमेव जयते
GOOD INDIA ODISHA

ବି. ତୁରୁବୁଡ଼ିରେ ଦୁର୍ଗାପୂଜା: ମଞ୍ଚସ୍ଥ ହେଲା ପୌରାଣିକ ନାଟକ, କଳାକାରଙ୍କ ଜୀବନ୍ତ ଅଭିନୟ ମନ ଜିଣିଲା

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମରେ ନବରାତ୍ରି ଦୁର୍ଗାପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ଆନନ୍ଦଉଲ୍ଲାସର ସହ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମ୍ୟ ଯୁବକ ସଂଘ ପକ୍ଷରୁ ଆୟୋଜିତ ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବ୍ଲକର

ଧରିତ୍ରୀ Sat, 24 Oct 2026 15:42
ଧରିତ୍ରୀ पर मूल खबर पढ़ें ↗