GOOD
INDIA
ODISHA
ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….
ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ ହେଉଥିବା ଯୁଦ୍ଧ ସର୍ବତ୍ର ଶାନ୍ତି ପାଇଁ ବିପଦ ସୃଷ୍ଟି କରିଥାଏ । ୟୁକ୍ରେନ୍ ଓ ପଶ୍ଚିମ ଏସିଆରେ ଜାରି ରହିଥିବା ସଂଘର୍
Read the original at ଧରିତ୍ରୀ ↗