Flag of Indiaसत्यमेव जयते
GOOD INDIA ODISHA

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ମିଳିତ ଭାବେ ରବିବାର ପୂର୍ବାହ୍ନରେ ଲୋକାର୍ପିତ କରିଛନ୍ତି।

ଧରିତ୍ରୀ Sun, 25 Oct 2026 08:03
Read the original at ଧରିତ୍ରୀ ↗