STATE ACTION
BUSINESS
ODISHA
ବେଆଇନ ଗ୍ୟାସ୍ ମହଜୁଦ୍ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ
ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ଅଧୀନ କଳିଙ୍ଗନଗର ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଆଜବେଷ୍ଟସ ଘରୁ ୨୨୯ଟି ଘରୋଇ ଗ୍ୟ
Read the original at ଧରିତ୍ରୀ ↗