STATE ACTION
POLITICS
ODISHA
କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍
ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି। ତେବେ ଓଡ଼ିଶା ପୋଲିସ, ଜିଲା ପ୍ରଶାସନ ଏବଂ ସ୍ଥାନୀୟ ରାଜନୈତିକ ଦଳଗୁଡ଼ିକର କଡ଼ା ବିରୋଧ ଓ ଦୃଢ଼ ପଦକ୍ଷେପ ଯୋଗୁଁ
Read the original at ଧରିତ୍ରୀ ↗