MILESTONE
POLITICS
ODISHA
Government land: ୪୩ ବର୍ଷ ପରେ ସରକାରୀ ଖାତାକୁ ଫେରିଲା ୮୦୦ କୋଟିର ଜମି

କଟକ ମହାନଗର ନିଗମ ଅନ୍ତର୍ଗତ ଟାଙ୍ଗୀ-ଚୌଦ୍ଵାର ତହସିଲର ଜଗତପୁର ଗୋଲେଇଛକ ସନ୍ନିକଟ ତରୋଳ ମୌଜାରେ ଥିବା ୬୨.୭୨ ଏକର ସରକାରୀ ଜମିକୁ ନେଇ ଦୀର୍ଘ ୪୩ ବର୍ଷ ଧରି ଚାଲିଥିବା ଆଇନଗତ ବିବାଦର ଅବସାନ ଘଟିଛି। ରାଜସ୍ୱ ପର୍ଷଦ ସଦସ୍ୟ ସତ୍ୟବ୍ରତ ସାହୁ ଏହି ଜମି ଉପରେ ଦାବି କରିଥିବା ଆବେଦନକାରୀଙ୍କ ର
Read the original at Odisha Reporter ↗