Flag of Indiaसत्यमेव जयते
GOOD INDIA ODISHA

Low pressure: ୧୩ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ; ଜାଣନ୍ତୁ, ଆଗାମୀ ୭ ଦିନ କେମିତି ରହିପାରେ ପାଗ

୧୩ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତା’ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବାର ସମ୍ଭାବନା ନାହିଁ।

Odisha Reporter 2 newsrooms Tue, 10 Nov 2026 10:37
Read the original at Odisha Reporter ↗

Also reported by 1 other newsroom