GOOD
INDIA
ODISHA
ନିର୍ବାଚନରେ ଟ୍ରମ୍ପଙ୍କୁ ଝଟକା | Odisha Reporter
ଆମେରିକାରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟକା। ରିପବ୍ଲିକାନ୍ ପାର୍ଟିକୁ ହରାଇ ଡେମୋକ୍ରାଟିକ୍ ପାର୍ଟି ବିଜୟ। ୫୧ ଆସନ ହାତେଇବା ସହ ଡେମୋକ୍ରାଟିକ୍ ପାର୍ଟିକୁ ବହୁମତ । ମୋଟ୍ ୧୦୦ ଆସନ ମଧ୍ୟରୁ ଡେମୋକ୍ରାଟିକ୍ ପାର୍ଟିକୁ ମିଳିଲା ୫୧। #USMidtermElections #DonaldTrump
Read the original at Odisha Reporter ↗