Flag of Indiaसत्यमेव जयते
GOOD INDIA ODISHA

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ କୋଠରୀ ଭିତରୁ ତାଙ୍କ ମୃତଦେହ ଠାବ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଜଣାପଡ଼ିବା ପ

ଧରିତ୍ରୀ Sat, 07 Nov 2026 17:40
Read the original at ଧରିତ୍ରୀ ↗